ହୋଶେୟ 11:2 - ପବିତ୍ର ବାଇବଲ2 କିନ୍ତୁ ଇସ୍ରାଏଲକୁ ଯେତେ ଅଧିକ ନିଜର କଲୁ ଇସ୍ରାଏଲ ସେତେ ଅଧିକ ଆମ୍ଭଠାରୁ ଦୂରେଇଗଲା। ଇସ୍ରାଏଲୀୟମାନେ ବାଲ୍ଦେବଗଣଙ୍କ ଉଦ୍ଦେଶ୍ୟରେ ବଳି ଦେଲେ। ସେମାନେ ପ୍ରତିମା ନିକଟରେ ଧୂପ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେମାନେ ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ। Viz kapitolaଓଡିଆ ବାଇବେଲ2 ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ। Viz kapitola |