ହୋଶେୟ 11:9 - ପବିତ୍ର ବାଇବଲ9 ଆମ୍ଭେ ଆପଣା ଭୟଙ୍କର କ୍ରୋଧଭାବକୁ ପ୍ରକାଶ କରିବା ନାହିଁ। ଇଫ୍ରୟିମକୁ ପୁନର୍ବାର ଧ୍ୱଂସ କରିବା ନାହିଁ। ଆମ୍ଭେ ପରମେଶ୍ୱର, ମାନବ ନୋହୁଁ। ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ। ଆମ୍ଭର କ୍ରୋଧ ଦେଖାଇବା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ତତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ଵର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ଵରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ। Viz kapitolaଓଡିଆ ବାଇବେଲ9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ। Viz kapitola |