ହୋଶେୟ 12:11 - ପବିତ୍ର ବାଇବଲ11 ଯେହେତୁ ଗିଲିୟଦରେ ସେମାନେ ବହୁତ ଦୁଷ୍ଟ, ସେମାନେ କିଛି ହୋଇ ପାରିବେ ନାହିଁ। କାରଣ ଗିଲ୍ଗଲ୍ରେ ସେମାନେ ଷଣ୍ଢକୁ ବଳିଦାନ ଦିଅନ୍ତି। ଖୋଲା ପଡ଼ିଆରେ ପଥର ଗଦା ପରି ସେମାନଙ୍କର ଯଜ୍ଞବେଦିଗୁଡ଼ିକ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଗିଲୀୟଦ୍ କି ଅଧର୍ମମୟ? ସେମାନେ ସର୍ବତୋ-ଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି। Viz kapitolaଓଡିଆ ବାଇବେଲ11 ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃ ଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି। Viz kapitola |