ହୋଶେୟ 12:8 - ପବିତ୍ର ବାଇବଲ8 ଇଫ୍ରୟିମ କହିଲେ, ‘ମୁଁ ଧନୀ, ମୁଁ ପ୍ରକୃତ ଧନ ଲାଭ କରିଛି। କୌଣସି ବ୍ୟକ୍ତି ମୋର ଅପରାଧ ଜାଣିବ ନାହିଁ। କେହି ମଧ୍ୟ ମୋର ପାପ ଜାଣି ପାରିବ ନାହିଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ଇଫ୍ରୟିମ କହିଲା, ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ସମ୍ପତ୍ତି ପାଇଅଛି; ମୋର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼଠାରେ ପାଇବେ ନାହିଁ। Viz kapitolaଓଡିଆ ବାଇବେଲ8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋ’ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ’ଠାରେ ପାଇବେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।” Viz kapitola |