ହୋଶେୟ 13:1 - ପବିତ୍ର ବାଇବଲ1 “ଇଫ୍ରୟିମ ଇସ୍ରାଏଲରେ ନିଜକୁ ମହାନ କରି ଦେଲା। ସେ କହିଲା ବେଳେ ଲୋକେ ଭୟରେ ଥରିଲେ। କିନ୍ତୁ ସେ ବାଲ୍ଦେବତାଙ୍କୁ ପୂଜାକରି ଦୋଷୀ ହେଲେ ଏବଂ ମୃତ୍ୟୁବରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇଫ୍ରୟିମ କଥା କହିବା ବେଳେ କମ୍ପ ଜନ୍ମିଲା; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ମଲା। Viz kapitolaଓଡିଆ ବାଇବେଲ1 ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା। Viz kapitola |