ହୋଶେୟ 13:16 - ପବିତ୍ର ବାଇବଲ16 ଶମରିୟା ନିଶ୍ଚିତ ଦଣ୍ତିତ ହେବ। କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଇଥିଲା। ଇସ୍ରାଏଲୀୟମାନେ ଖଡ଼୍ଗରେ ନିହତ ହେବେ। ସେମାନଙ୍କର ପିଲାମାନେ ବିଦୀର୍ଣ୍ଣ ହେବେ। ସେମାନଙ୍କର ଗର୍ଭବତୀ ନାରୀମାନେ ମଧ୍ୟ ବିଦୀର୍ଣ୍ଣ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଶମରିୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ଵରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ଼୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ। Viz kapitolaଓଡିଆ ବାଇବେଲ16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ। Viz kapitola |