ହୋଶେୟ 13:6 - ପବିତ୍ର ବାଇବଲ6 ସେହି ଇସ୍ରାଏଲୀୟମାନଙ୍କୁ ଆମ୍ଭେ ଖାଦ୍ୟ ଦେଲୁ। ସେମାନେ ସେହି ଖାଦ୍ୟ ଖାଇଲେ। ସେମାନେ ସମ୍ପୂର୍ଣ୍ଣ ସୁସ୍ଥ ଓ ସନ୍ତୁଷ୍ଟ ହେଲେ। ସେମାନେ ଗର୍ବୀ ହୋଇଗଲେ ଏବଂ ମୋତେ ଭୁଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେମାନେ ଆମ୍ଭମାନଙ୍କ ଚରାଣି-ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି। Viz kapitolaଓଡିଆ ବାଇବେଲ6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି। Viz kapitola |