ହୋଶେୟ 14:1 - ପବିତ୍ର ବାଇବଲ1 ଇସ୍ରାଏଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କଲ। ତେଣୁ ତୁମ୍ଭର ପ୍ରିୟ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ। Viz kapitolaଓଡିଆ ବାଇବେଲ1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ। Viz kapitola |