ହୋଶେୟ 14:6 - ପବିତ୍ର ବାଇବଲ6 ଇସ୍ରାଏଲ ଶାଖାଗୁଡ଼ିକ ବଢ଼ିବେ ଓ ସେ ଗୋଟିଏ ସୁନ୍ଦର ଅଲିଭ୍ ଗଛ ଭଳି ହେବ। ଲିବାନୋନ୍ର ଦେବଦାରୁ ଗଛଗୁଡ଼ିକ ସୁବାସ ବିତରଣ କଲାପରି ସେ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ୍ ପରି ହେବ। Viz kapitolaଓଡିଆ ବାଇବେଲ6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ। Viz kapitola |