Online Bible

- Reklamy -




ହୋଶେୟ 14:9 - ପବିତ୍ର ବାଇବଲ

9 ଜଣେ ଜ୍ଞାନୀ ବ୍ୟକ୍ତି ଏହି ଜିନିଷଗୁଡ଼ିକୁ ବୁଝେ। ଜଣେ କର୍ମଠ ବ୍ୟକ୍ତି ଏହିସବୁ ଜିନିଷଗୁଡ଼ିକୁ ଶିକ୍ଷା କରିବା ଉଚିତ୍। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସେହି ମାର୍ଗ ଦ୍ୱାରା ବଞ୍ଚିବେ ଓ ପାପୀମାନେ ତା’ ଦ୍ୱାରା ମୃତ୍ୟୁବରଣ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।

Viz kapitola kopírovat

ଓଡିଆ ବାଇବେଲ

9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।

Viz kapitola kopírovat




ହୋଶେୟ 14:9

Následuj nás:

Reklamy


Reklamy