ହୋଶେୟ 2:1 - ପବିତ୍ର ବାଇବଲ1 “ତା'ପରେ ତୁମ୍ଭେ ତୁମ୍ଭର ଭାଇମାନଙ୍କୁ କହିବ, ‘ତୁମ୍ଭେମାନେ ଆମ୍ଭର ଲୋକ।’ ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କହିବ, ‘ସେ ତୁମ୍ଭମାନଙ୍କୁ ଦୟା ଦେଖାଇଛନ୍ତି।’” Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣକୁ ଅମ୍ମି (ଆମ୍ଭର ଲୋକ) ଓ ଆପଣାମାନଙ୍କର ଭଗ୍ନୀଗଣକୁ ରୁହାମା (ଦୟାପାତ୍ରୀ) କୁହ। Viz kapitolaଓଡିଆ ବାଇବେଲ1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ “ଅମ୍ମି” ଓ ଆପଣାମାନଙ୍କର ଭଗିନୀଗଣଙ୍କୁ “ରୁହାମା” ବୋଲି କୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ। Viz kapitola |