ହୋଶେୟ 2:11 - ପବିତ୍ର ବାଇବଲ11 ଆମ୍ଭେ ସଦାପ୍ରଭୁ ତା'ର ସମସ୍ତ ଆନନ୍ଦ, ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ସମସ୍ତ ଭୋଜିକୁ ବନ୍ଦ କରିଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ରହିତ କରିବା। Viz kapitolaଓଡିଆ ବାଇବେଲ11 ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା। Viz kapitola |