ହୋଶେୟ 2:21 - ପବିତ୍ର ବାଇବଲ21 ସେତେବେଳେ ଆମ୍ଭେ ଉତ୍ତର ଦେବା।” ସଦାପ୍ରଭୁ ଏହା କହନ୍ତି। “ଆମ୍ଭେ ଆକାଶକୁ କହିବା ଏବଂ ସେ ପୃଥିବୀକୁ ବର୍ଷା ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ତଳକୁ ଉତ୍ତର ଦେବା ଓ ଆକାଶମଣ୍ତଳ ପୃଥିବୀକୁ ଉତ୍ତର ଦେବ; Viz kapitolaଓଡିଆ ବାଇବେଲ21 ଆହୁରି, ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ; Viz kapitola |