ହୋଶେୟ 2:3 - ପବିତ୍ର ବାଇବଲ3 ଯଦି ସେ ତା'ର ବ୍ୟଭିଗ୍ଭରିତା ବନ୍ଦ ନ କରେ, ତେବେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେବା ସମୟରେ ନମ୍ର ଥିଲା। ଆମ୍ଭେ ତା'ର ସମସ୍ତ ଲୋକମାନଙ୍କୁ ନେଇଯିବା ଏବଂ ସେ ମରୁଭୂମି ପରି ଶୂନ୍ୟ ହୋଇଯିବ। ଆମ୍ଭେ ତାକୁ ଶୋଷରେ ମାରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା; Viz kapitolaଓଡିଆ ବାଇବେଲ3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା; Viz kapitola |