ହୋଶେୟ 2:6 - ପବିତ୍ର ବାଇବଲ6 “ତେଣୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପଥ କଣ୍ଟା ଦ୍ୱାରା ଅବରୋଧ କରିବା। ତା'ର ଚତୁର୍ଦ୍ଦିଗରେ ପ୍ରାଚୀର ନିର୍ମାଣ କରିବା, ଯାହା ଫଳରେ ସେ ଆଉ ପଥ ପାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ଵାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ। Viz kapitolaଓଡିଆ ବାଇବେଲ6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ। Viz kapitola |