ହୋଶେୟ 2:9 - ପବିତ୍ର ବାଇବଲ9 ତେଣୁ ଆମ୍ଭେ ଫେରି ଆସିବା। ଆମ୍ଭେ ଆମ୍ଭର ସେହି ସମୟରେ ଅମଳ ହେଉଥିବା ଶସ୍ୟ ଫେରାଇ ନେବା। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫେରାଇ ନେବା। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫେରାଇ ନେବା। ଆମ୍ଭେ ସେଗୁଡ଼ିକୁ ତା'ର ଶରୀର ଆବୃତ କରିବାକୁ ଦେଇଥିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯଦ୍ଦ୍ଵାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା। Viz kapitolaଓଡିଆ ବାଇବେଲ9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା। Viz kapitola |