ହୋଶେୟ 3:4 - ପବିତ୍ର ବାଇବଲ4 ସେହିପରି ଭାବରେ ଇସ୍ରାଏଲର ଲୋକମାନେ ବିନା ରାଜା ଓ ନେତାରେ ଦୀର୍ଘଦିନ ଚଳିବେ। ସେମାନେ ବଳିଦାନ କି ସ୍ମରଣାର୍ଥକ ପଥର ବିନା ରହିବେ। ସେମାନେ ଯାଜକୀୟ ବସ୍ତ୍ର ବିନା ଓ ଗୃହ ମୂର୍ତ୍ତି ବିନା ରହିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ; Viz kapitolaଓଡିଆ ବାଇବେଲ4 କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ; Viz kapitola |