ହୋଶେୟ 3:5 - ପବିତ୍ର ବାଇବଲ5 ତା'ପରେ ଇସ୍ରାଏଲର ଲୋକମାନେ ଫେରି ଆସିବେ। ତା'ପରେ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ରାଜା ଦାଉଦଙ୍କୁ ଖୋଜିବେ। ଶେଷଦିବସରେ, ସେମାନେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦେବାକୁ ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ। Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ। Viz kapitola |