ହୋଶେୟ 4:12 - ପବିତ୍ର ବାଇବଲ12 ଆମ୍ଭର ଲୋକମାନେ କାଠଖଣ୍ତିକୁ ଉପଦେଶ ଲାଗି ପଗ୍ଭରନ୍ତି। ସେମାନେ ଭାବନ୍ତି ସେହି କାଠଖଣ୍ତଗୁଡ଼ିକ ସେମାନଙ୍କୁ ଉତ୍ତର ଦେବ। କାରଣ, ସେମାନେ ଗଣିକାମାନଙ୍କପରି ମିଥ୍ୟାପ୍ରତିମାର ପଛରେ ଅନୁଧାବନ କରିଛନ୍ତି। ସେମାନେ ପରମେଶ୍ୱରଙ୍କୁ ବଳିଦାନ କରିଥିଲେ ଓ ଗଣିକା ହୋଇଯାଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ତର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ଵରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି। Viz kapitolaଓଡିଆ ବାଇବେଲ12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି। Viz kapitola |