ହୋଶେୟ 4:14 - ପବିତ୍ର ବାଇବଲ14 “ଆମ୍ଭେ ତୁମ୍ଭର ସେହି ଗଣିକା କନ୍ୟାମାନଙ୍କୁ କି ଯୌନ ଭୋଗୀ ପାପିନୀ ବୋହୂମାନଙ୍କୁ ଦୋଷ ଦେଇ ପାରୁ ନାହୁଁ। ଲୋକମାନେ ଯାଇ ଗଣିକାମାନଙ୍କ ସହିତ ଶୟନ କରନ୍ତି। ସେମାନେ ସେହି ମନ୍ଦିରର ଗଣିକାମାନଙ୍କ ସହିତ ମନ୍ଦିରରେ ବଳିଦାନ ଉତ୍ସର୍ଗ କରନ୍ତି। ତେଣୁ ସେ ନିର୍ବୋଧମାନେ ନିଜେ ନିଜକୁ ନଷ୍ଟ କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ନିର୍ଜନକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ। Viz kapitolaଓଡିଆ ବାଇବେଲ14 ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ। Viz kapitola |