ହୋଶେୟ 4:18 - ପବିତ୍ର ବାଇବଲ18 ମାତାଲ ହୋଇଗଲା ପରେ ସେମାନେ ବ୍ୟଭିଗ୍ଭରିଣୀ ପରି ବ୍ୟବହାର କରନ୍ତି। ସେମାନେ ଲାଞ୍ଚକୁ ଭଲ ପାଆନ୍ତି ଓ ଏହା ମାଗନ୍ତି। ସେମାନଙ୍କର ଶାସକଗଣ ସେମାନଙ୍କର ଲୋକମାନଙ୍କ ଉପରକୁ ଲଜ୍ଜା ଆଣନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି। Viz kapitolaଓଡିଆ ବାଇବେଲ18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି। Viz kapitola |