ହୋଶେୟ 4:4 - ପବିତ୍ର ବାଇବଲ4 କୌଣସି ବ୍ୟକ୍ତି ଅନ୍ୟ ସହିତ ଯୁକ୍ତି କି ଅନ୍ୟକୁ ଦୋଷ ଦେବା ଉଚିତ୍ ନୁହେଁ। ଯାଜକ, ଆମ୍ଭ ଯୁକ୍ତି ତୁମ୍ଭ ସହିତ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି। Viz kapitolaଓଡିଆ ବାଇବେଲ4 ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି। Viz kapitola |