Online Bible

- Reklamy -




ହୋଶେୟ 5:1 - ପବିତ୍ର ବାଇବଲ

1 “ପୁରୋହୀତଗଣ, ଇସ୍ରାଏଲ ଅଧିବାସୀଗଣ ଓ ରାଜପରିବାରର ଲୋକମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଦୋଷୀ ବୋଲି ବିଗ୍ଭରିତ ହୋଇଛ। “ତୁମ୍ଭେମାନେ ମି‌‌ସ୍‌‌ପା ପର୍ବତର ଯନ୍ତା ଓ ତାବୋର ପର୍ବତର ପାଦଦେଶରେ ବିଛାଯାଇଥିବା ଜାଲ ସଦୃଶ ଥିଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ଵନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ଵରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ଵରୂପ ହୋଇଅଛ।

Viz kapitola kopírovat

ଓଡିଆ ବାଇବେଲ

1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।

Viz kapitola kopírovat




ହୋଶେୟ 5:1

Následuj nás:

Reklamy


Reklamy