ହୋଶେୟ 5:12 - ପବିତ୍ର ବାଇବଲ12 କୀଟ ବସ୍ତ୍ରକୁ ନଷ୍ଟ କଲାପରି ଆମ୍ଭେ ଇଫ୍ରୟିମକୁ ଧ୍ୱଂସ କରିବା। ଆମ୍ଭେ ଯିହୁଦାକୁ ସଢ଼ାଇ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ଵରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ଵରୂପ ହୋଇଅଛୁ। Viz kapitolaଓଡିଆ ବାଇବେଲ12 ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ। Viz kapitola |