ହୋଶେୟ 5:15 - ପବିତ୍ର ବାଇବଲ15 ଆମ୍ଭେ ଆମ୍ଭର ଗୃହକୁ ଫେରିବା ଯେତେବେଳେ ଲୋକମାନେ ସେମାନଙ୍କର ଦୋଷ ସ୍ୱୀକାର କରିବେ ଏବଂ ଆମ୍ଭଙ୍କୁ କ୍ଷମା ମାଗିବେ। ହଁ, ସେମାନେ ଦୁଃଖରେ ଆମ୍ଭଙ୍କୁ ପାଇବାକୁ କଠୋର ଚେଷ୍ଟା କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେମାନେ ଆପଣା ଆପଣା ଅପରାଧ ସ୍ଵୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଯନିରେ ଆମ୍ଭର ଅନ୍ଵେଷଣ କରିବେ। Viz kapitolaଓଡିଆ ବାଇବେଲ15 ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ। Viz kapitola |