ହୋଶେୟ 5:4 - ପବିତ୍ର ବାଇବଲ4 ଇସ୍ରାଏଲର ଲୋକମାନେ ବହୁ ମନ୍ଦକାର୍ଯ୍ୟ କରିଛନ୍ତି ଏବଂ ସେହିସବୁ ମନ୍ଦକାର୍ଯ୍ୟ ସେମାନଙ୍କୁ ପରମେଶ୍ୱରଙ୍କ ନିକଟକୁ ଫେରିବାଠାରୁ ଦୂରେଇ ଦେଇଛି। ସେମାନେ ସର୍ବଦା ପ୍ରତିମାର ପଛରେ ଧାଇଁ ବାକୁ ଚିନ୍ତା କରୁଛନ୍ତି। ସେମାନେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣୁ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ। Viz kapitolaଓଡିଆ ବାଇବେଲ4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ। Viz kapitola |