ହୋଶେୟ 5:5 - ପବିତ୍ର ବାଇବଲ5 ଇସ୍ରାଏଲର ଗର୍ବ ସେମାନଙ୍କ ବିରୁଦ୍ଧରେ ସାକ୍ଷୀ ଦେବ। ତେଣୁ ଇସ୍ରାଏଲ ଓ ଇଫ୍ରୟିମ ସେମାନଙ୍କ ପାପ ଯୋଗୁଁ ପତିତ ହେବେ। ଯିହୁଦାର ମଧ୍ୟ ସେମାନଙ୍କର ସହିତ ପତନ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ। Viz kapitolaଓଡିଆ ବାଇବେଲ5 ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ। Viz kapitola |