ହୋଶେୟ 5:6 - ପବିତ୍ର ବାଇବଲ6 “ସେହି ଲୋକମାନଙ୍କର ନେତାମାନେ ସଦାପ୍ରଭୁଙ୍କ ଅନ୍ୱେଷଣରେ ଗଲେ। ସେମାନେ ସେମାନଙ୍କ ସହିତ ମେଷ ଓ ଗାଈମାନଙ୍କୁ ନେଲେ। କିନ୍ତୁ ସଦାପ୍ରଭୁଙ୍କୁ ସେମାନେ ପାଇଲେ ନାହିଁ। କାରଣ ସଦାପ୍ରଭୁ ସେମାନଙ୍କୁ ପରିତ୍ୟାଗ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି। Viz kapitolaଓଡିଆ ବାଇବେଲ6 ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି। Viz kapitola |