ହୋଶେୟ 5:9 - ପବିତ୍ର ବାଇବଲ9 ଦଣ୍ତ ଦେବା ସମୟରେ ଇଫ୍ରୟିମ ସର୍ବହରା ହୋଇଯିବ। ଆମ୍ଭେ ଇସ୍ରାଏଲ ପରିବାରମାନଙ୍କୁ ସତର୍କ କରି ଦେଉଛୁ ଯେ ସେସବୁ ପ୍ରକୃତରେ ଘଟିବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ଵଂସସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ। Viz kapitolaଓଡିଆ ବାଇବେଲ9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ। Viz kapitola |