ହୋଶେୟ 6:11 - ପବିତ୍ର ବାଇବଲ11 ହେ ଯିହୁଦା, ତୁମ୍ଭ ପାଇଁ ଅମଳର ସମୟ ଅଛି। ଏହା ହିଁ ଘଟିବ। ଏକ ସମୟରେ ଆମ୍ଭେ ଆମ୍ଭର ଲୋକମାନଙ୍କୁ ବନ୍ଦୀ ଅବସ୍ଥାରୁ ମୁକ୍ତ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ଵରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ତରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି। Viz kapitolaଓଡିଆ ବାଇବେଲ11 ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି। Viz kapitola |