ହୋଶେୟ 6:6 - ପବିତ୍ର ବାଇବଲ6 କାରଣ ଆମ୍ଭେ ବିଶ୍ୱସ୍ତ ପ୍ରେମ ଗ୍ଭହୁଁ, ବଳିଦାନ ନୁହେଁ। ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତୁ ବୋଲି ଆମ୍ଭେ ଗ୍ଭହୁଁ, କିନ୍ତୁ ହୋମବଳି ଆଣନ୍ତୁ ବୋଲି ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ଵର ବିଷୟକ ଜ୍ଞାନ ବାସନା କରୁ। Viz kapitolaଓଡିଆ ବାଇବେଲ6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ। Viz kapitola |