ହୋଶେୟ 7:1 - ପବିତ୍ର ବାଇବଲ1 “ଆମ୍ଭେ ଇସ୍ରାଏଲକୁ ସୁସ୍ଥ କରିବା। ତା'ପରେ ଲୋକମାନେ ଜାଣିବେ ଯେ ଇଫ୍ରୟିମ ପାପ କରିଥିଲା। ଶମରିୟାର ପାପ ଆଚରଣ ବିଷୟରେ ଲୋକମାନେ ଜାଣିବେ। ସେହି ସହରରେ ଗ୍ଭେରମାନେ ଯାତାୟାତ କରୁଛନ୍ତି ଲୋକମାନେ ଜାଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାଇତ-ଦଳ ବାହାରେ ଲୁଟ କରନ୍ତି। Viz kapitolaଓଡିଆ ବାଇବେଲ1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି। Viz kapitola |