ହୋଶେୟ 7:10 - ପବିତ୍ର ବାଇବଲ10 ଇଫ୍ରୟିମର ଗର୍ବ ତା’ ବିରୁଦ୍ଧରେ ସାକ୍ଷୀ ଦିଏ। ଯଦିଓ ଲୋକମାନଙ୍କର ଅନେକଗୁଡ଼ିଏ ଦୁଃଖ ଥିଲା, ତଥାପି ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ନ ଥିଲେ କି ସଦାପ୍ରଭୁଙ୍କର ସାହାଯ୍ୟ ମାଗି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏସବୁ ଘଟିଲେ ହେଁ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି। Viz kapitolaଓଡିଆ ବାଇବେଲ10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି। Viz kapitola |