ହୋଶେୟ 7:11 - ପବିତ୍ର ବାଇବଲ11 ତେଣୁ ଇଫ୍ରୟିମ ବିଗ୍ଭର ଶକ୍ତିହୀନ ନିର୍ବୋଧ କପୋତ ପାଲଟି ଯାଇଛି। ତା'ର ଲୋକମାନେ ମିଶରକୁ ସାହାଯ୍ୟ ଭିକ୍ଷା କଲେ ଓ ଅଶୂରକୁ ସାହାଯ୍ୟ ପାଇଁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି,। Viz kapitolaଓଡିଆ ବାଇବେଲ11 ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି। Viz kapitola |