Online Bible

- Reklamy -




ହୋଶେୟ 7:14 - ପବିତ୍ର ବାଇବଲ

14 ସେମାନେ କେବେ ଆନ୍ତରିକତା ସହ ଆମ୍ଭଙ୍କୁ ଡାକନ୍ତି ନାହିଁ। ସେମାନେ ସେମାନଙ୍କ ବିଛଣାରେ କ୍ରନ୍ଦନ କରନ୍ତି। ଯେତେବେଳେ ସେମାନେ ମୂର୍ତ୍ତିଗୁଡ଼ିକୁ ଖାଦ୍ୟ ଓ ଦ୍ରାକ୍ଷାରସ ପାଇଁ ପୂଜା କରନ୍ତି। ସେମାନେ ନିଜେ ନିଜକୁ ହତ୍ୟା କରନ୍ତି। କିନ୍ତୁ ସେମାନଙ୍କ ଅନ୍ତରସବୁ ମୋ'ଠାରୁ ଦୂରେଇ ଯାଇଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସର ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି , ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।

Viz kapitola kopírovat

ଓଡିଆ ବାଇବେଲ

14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।

Viz kapitola kopírovat




ହୋଶେୟ 7:14

Následuj nás:

Reklamy


Reklamy