ହୋଶେୟ 7:15 - ପବିତ୍ର ବାଇବଲ15 ଯଦିଓ ଆମ୍ଭେ ସେମାନଙ୍କୁ ତାଲିମ ଦେଇ ଶୃଙ୍ଖଳିତ କଲୁ ଓ ସେମାନଙ୍କର ବାହୁକୁ ଶକ୍ତିଶାଳୀ କରାଇଲୁ, ତଥାପି ସେମାନେ ଆମ୍ଭ ବିରୁଦ୍ଧରେ ମନ୍ଦ ଯୋଜନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ହେଁ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି। Viz kapitolaଓଡିଆ ବାଇବେଲ15 ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି। Viz kapitola |