ହୋଶେୟ 7:16 - ପବିତ୍ର ବାଇବଲ16 କିନ୍ତୁ ସେମାନେ ଆମ୍ଭ ନିକଟକୁ ଫେରି ଆସିଲେ ନାହିଁ। ସେମାନେ ଗୋଟିଏ ତୃଟିପୂର୍ଣ୍ଣ ବୁମେରାଂ ପରି ବ୍ୟବହାର କଲେ। ସେମାନଙ୍କର ନେତାମାନେ ସେମାନଙ୍କର ଶକ୍ତି ଉପରେ ବୃଥା ବଡ଼ିମା ଦେଖାଉଥିଲେ କିନ୍ତୁ ସେମାନେ ଖଣ୍ଡାରେ ନିହତ ହେବେ ଏବଂ ମିଶରବାସୀଙ୍କ ଦ୍ୱାରା ଉପହାସର ପାତ୍ର ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେମାନେ ଫେରି ଆସନ୍ତି ପ୍ରମାଣ, ମାତ୍ର ଊର୍ଦ୍ଧ୍ଵସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କର ଅଧିପତିମାନେ ଆପଣା ଆପଣା ଜିହ୍ଵାର ପ୍ରଚଣ୍ତତା ହେତୁରୁ ଖଡ଼୍ଗ ଦ୍ଵାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ। Viz kapitolaଓଡିଆ ବାଇବେଲ16 ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ। Viz kapitola |