ହୋଶେୟ 8:1 - ପବିତ୍ର ବାଇବଲ1 “ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପରେ ବାଜପକ୍ଷୀ ପରି ଜଗି ରୁହ। ଇସ୍ରାଏଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସେମାନେ ଆମ୍ଭ ବ୍ୟବସ୍ଥା ବିଷୟକୁ ଅମାନ୍ୟ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ସେ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥାର ପ୍ରତିକୂଳରେ ଅପରାଧ କରିଅଛନ୍ତି। Viz kapitolaଓଡିଆ ବାଇବେଲ1 “ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି। Viz kapitola |