ହୋଶେୟ 8:10 - ପବିତ୍ର ବାଇବଲ10 ଯଦ୍ୟପି ଇସ୍ରାଏଲ ଅନ୍ୟ ରାଷ୍ଟ୍ରମାନଙ୍କରୁ ‘ପ୍ରେମିକମାନଙ୍କୁ’ ଭଡ଼ାରେ ଆଣିଲେ। ଆମ୍ଭେ ତାକୁ ବିଗ୍ଭର ପାଇଁ ଏକତ୍ରିତ କରିବା। ସେମାନେ ରାଜାମାନଙ୍କ ଓ ରାଜକୁମାରମାନଙ୍କଠାରୁ ଖୁବ୍ ଶୀଘ୍ର ହଇରାଣ ଓ ଅତ୍ୟାଗ୍ଭରିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବର୍ତ୍ତନ ଦେଲେ ହେଁ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ହେତୁରୁ ନ୍ୟୂନ ହେବାକୁ ଲାଗିଲେଣି। Viz kapitolaଓଡିଆ ବାଇବେଲ10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୁନ ହେବାକୁ ଲାଗିଲେଣି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୂନ ହେବାକୁ ଲାଗିଲେଣି। Viz kapitola |