ହୋଶେୟ 8:11 - ପବିତ୍ର ବାଇବଲ11 “ଇଫ୍ରୟିମ ପାପପୂର୍ଣ୍ଣ ମୂର୍ତ୍ତି ପୂଜା କରିବା ପାଇଁ ଅଧିକରୁ ଅଧିକ ଯଜ୍ଞବେଦି ନିର୍ମାଣ କଲା। ତା’ ପାଇଁ ଏଗୁଡ଼ିକ ପାପ କରିବାର ଯଜ୍ଞବେଦି ହୋଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)11 କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି। Viz kapitolaଓଡିଆ ବାଇବେଲ11 କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି। Viz kapitola |