ହୋଶେୟ 8:12 - ପବିତ୍ର ବାଇବଲ12 ଏପରିକି ଆମ୍ଭେ ଇଫ୍ରୟିମ ପାଇଁ 10,000 ନିୟମ ଲେଖିଲେ ମଧ୍ୟ ସେ ସେଗୁଡ଼ିକ ଅଜଣା ଦ୍ରବ୍ୟ ପରି ବିବେଚନା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ହେଁ ସେସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ। Viz kapitolaଓଡିଆ ବାଇବେଲ12 ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହିସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭେ ଦଶ ସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହି ସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ। Viz kapitola |