ହୋଶେୟ 8:2 - ପବିତ୍ର ବାଇବଲ2 ସେମାନେ ଆମ୍ଭକୁ ଚିତ୍କାର କରି କହନ୍ତି, ‘ହେ ପରମେଶ୍ୱର ଆମ୍ଭେ ଇସ୍ରାଏଲବାସୀ ତୁମ୍ଭକୁ ଜାଣୁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ହେ ଆମ୍ଭର ପରମେଶ୍ଵର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ। Viz kapitolaଓଡିଆ ବାଇବେଲ2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ‘ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, “ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।” Viz kapitola |