ହୋଶେୟ 9:1 - ପବିତ୍ର ବାଇବଲ1 ହେ ଇସ୍ରାଏଲ, କୌଣସି ଉତ୍ସବ ପାଳନ କର ନାହିଁ। ଅନ୍ୟ ଦେଶପରି ଖୁସୀ ହୁଅ ନାହିଁ। ତୁମ୍ଭେ ଜଣେ ଗଣିକା ପରି ବ୍ୟବହାର କଲ ଓ ପରମେଶ୍ୱରଙ୍କୁ ଭୁଲିଗଲ। ତୁମ୍ଭେମାନେ ପ୍ରତି ଶସ୍ୟଖଳାରେ ଯୌନ ଅପରାଧମୂଳକ ପାପ କଲ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। Viz kapitolaଓଡିଆ ବାଇବେଲ1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। Viz kapitola |