ହୋଶେୟ 9:10 - ପବିତ୍ର ବାଇବଲ10 “ସେହି ସମୟରେ ଆମ୍ଭେ ଇସ୍ରାଏଲକୁ ପାଇଲୁ, ସେମାନେ ମରୁଭୂମିରେ ସତେଜ ଦ୍ରାକ୍ଷାଲତା ସଦୃଶ ଥିଲେ। ସେମାନେ ଡିମ୍ବିରି ଗଛର ପ୍ରଥମ ଫଳ ସଦୃଶ ଥିଲେ। କିନ୍ତୁ ସେମାନେ ଯେତେବେଳେ ବାଲ୍-ପିୟୋର ନିକଟକୁ ଆସିଲେ ସେମାନେ ଲଜ୍ଜାସ୍ପଦ ମୂର୍ତ୍ତିଗୁଡ଼ିକୁ ଭକ୍ତି କଲେ। ତା'ପରେ ସେମାନେ ଭଲ ପାଉଥିବା ଜିନିଷଗୁଡ଼ିକ ଘୃଣ୍ୟ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ଵ ଫଳର ନ୍ୟାୟ ତୁମ୍ଭର ପିତୃପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପୀୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ। Viz kapitolaଓଡିଆ ବାଇବେଲ10 ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ। Viz kapitola |