ହୋଶେୟ 9:17 - ପବିତ୍ର ବାଇବଲ17 ଏହି ଲୋକମାନେ ମୋର ପରମେଶ୍ୱରଙ୍କ କଥା ଶୁଣିଲେ ନାହିଁ, ତେଣୁ ପ୍ରଭୁ ସେମାନଙ୍କ କଥା ଶୁଣିବେ ନାହିଁ। ସେମାନେ ବସହରା ହୋଇ ଯାଯାବର ପରି ଏଣେତେଣେ ଦେଶର ସବୁଆଡ଼େ ବୁଲିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ମୋର ପରମେଶ୍ଵର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ। Viz kapitolaଓଡିଆ ବାଇବେଲ17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରିଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ। Viz kapitola |