ହୋଶେୟ 9:3 - ପବିତ୍ର ବାଇବଲ3 ଇସ୍ରାଏଲୀୟମାନେ ସଦାପ୍ରଭୁଙ୍କ ରାଜ୍ୟରେ ରହିପାରିବେ ନାହିଁ। ଇଫ୍ରୟିମ ମିଶରକୁ ଫେରିବ। ଅଶୂରର ଯେଉଁ ଖାଦ୍ୟ ଖାଇବାକୁ ମନା ସେହି ଖାଦ୍ୟ ସେମାନେ ଖାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ । Viz kapitolaଓଡିଆ ବାଇବେଲ3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ। Viz kapitola |