ଯିଶାଇୟ 1:15 - ପବିତ୍ର ବାଇବଲ15 “ତୁମ୍ଭେମାନେ ସବୁ ହସ୍ତ ପ୍ରସାରଣ କରି ମୋତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହୋଇ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭେମାନେ ସବୁ ଅନେକ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ପରିପୂର୍ଣ୍ଣ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ। Viz kapitolaଓଡିଆ ବାଇବେଲ15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ। Viz kapitola |