ଯିଶାଇୟ 1:18 - ପବିତ୍ର ବାଇବଲ18 ସଦାପ୍ରଭୁ ପୁଣି କୁହନ୍ତି, “ଆସ, ମୋ’ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁରବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହେବ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ୱଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମେଷଲୋମ ସଦୃଶ ଶୁଭ୍ର ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ। Viz kapitolaଓଡିଆ ବାଇବେଲ18 ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ। Viz kapitola |