ଯିଶାଇୟ 1:26 - ପବିତ୍ର ବାଇବଲ26 ଆଦ୍ୟ ସମୟ ପରି ମୁଁ ବିଗ୍ଭରକାରୀଗଣଙ୍କୁ ଫେରାଇ ଆଣିବି। ପୂର୍ବେ ପୂର୍ବର ତୁମ୍ଭମାନଙ୍କର ମନ୍ତ୍ରୀମାନଙ୍କ ପରି ପରାମର୍ଶଦାତାଙ୍କୁ ପୁନଃସ୍ଥାପନ କରିବି। ତା'ପରେ ତୁମ୍ଭେ ‘ଉତ୍ତମ ଓ ବିଶ୍ୱସ୍ତ ନଗରୀ ବୋଲି କଥିତ ହେବ।”’ Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାର-କର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ସତୀ ନଗରୀ ବୋଲି ବିଖ୍ୟାତ ହେବ। Viz kapitolaଓଡିଆ ବାଇବେଲ26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରେ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।” Viz kapitola |