ଯିଶାଇୟ 10:1 - ପବିତ୍ର ବାଇବଲ1 ଯେଉଁମାନେ ଅଧର୍ମ ବ୍ୟବସ୍ଥା କରନ୍ତି ସେ ଆଇନ ପ୍ରଣୟନକାରୀମାନଙ୍କୁ ଧ୍ୟାନ ଦିଅ। ଯେଉଁ ନିୟମ ପ୍ରଣୟନକାରୀ ଲୋକମାନଙ୍କର ଜୀବନକୁ କଷ୍ଟମୟ ଓ ଜଟିଳ କରିବା ପାଇଁ ଲେଖନ୍ତି। ସେମାନେ ସନ୍ତାପର ପାତ୍ର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର! Viz kapitolaଓଡିଆ ବାଇବେଲ1 ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର! Viz kapitola |